Masthead

ଭାରସାମ୍ୟ ହରାଇ ଖାଲରେ ପଡ଼ିଲା ବାଇକ, ବାଇକ ଚାଳକ ମୃତ

ବଡବିଲ (ବଡ଼ ଖବର ବ୍ୟୁରୋ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ, ଜଣେ ଗୁରୁତର । ଭାରସାମ୍ୟ ହରାଇ ଖାଲ ଭିତରକୁ ପଡିଲା ବାଇକ । ବଡବିଲ ଭଦ୍ରାସାହି ଝାଡ଼ଗାଁଠାରୁ ରୋଇଡା ଗାଁ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ବାଇକ ଚାଳକ ସନ୍ଦୀପ ନାଏକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଭଦ୍ରାସାହି ଅଂଚଳର ବସନ୍ତ ଓରାମ ଆହତ ହୋଇଥିବା ସୂଚନା ମିଳୁଛି । ଆହତ ବ୍ୟକ୍ତିଙ୍କୁ ବଡ଼ବିଲ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି