Masthead

ୟୁଜିସି ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୟୁଜିସି ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ । ଭୀମ ଭୋଇଙ୍କ ଉପରେ ଗବେଷଣା କରିବେ ଉଚ୍ଚତର ଫିଲୋସଫର । ବିଭିନ୍ନ ରାଜ୍ୟର ବିଶ୍ବବିଦ୍ୟାଳୟରେ ଭୀମ ଭୋଇଙ୍କ ନାଁରେ ପ୍ରତିଷ୍ଠା ହେବ ସନ୍ଥ କବି ଭୀମ ଭୋଇ ଚେୟାର । ଏନେଇ ୟୁଜିସିକୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହ ଅନ୍ତରାଷ୍ଟ୍ରୀୟ ସ୍ତରରେ ଭୀମ ଭୋଇଙ୍କ ଜୀବନି ଉପରେ ଗବେଷଣା ପାଇଁ ଉଦ୍ୟମ କରାଯିବ ବୋଲି ସେ ରେଢାଖୋଲରେ ଆୟୋଜିତ କାର୍ଯ୍ୟକ୍ରମରେ କହିଛନ୍ତି । ଆଜି ଗାନ୍ଧିଜୀଙ୍କ ୧୫୨ତମ ଜନ୍ମ ଜୟନ୍ତୀ ଅବସରରେ ରେଢାଖୋଲରେ ଅନୁଷ୍ଠିତ ହୋଇଥିଲା କାର୍ଯ୍ୟକ୍ରମ । ଧର୍ମେନ୍ଦ୍ର ପ୍ରଧାନ ପଦଯାତ୍ରାରେ ଆସି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କରିଥିଲେ । ଏହା ସହ ଶିକ୍ଷାମନ୍ତ୍ରୀ ହେବା ପରେ କେନ୍ଦ୍ରମନ୍ତ୍ରୀଙ୍କର ପ୍ରଥମ ଗସ୍ତ ହୋଇଥିବାରୁ ବିଜେପି କର୍ମୀଙ୍କ ପକ୍ଷରୁ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି