Masthead

ନିର୍ବାଚନ ପାଇଁ ସଜବାଜ ହେଉଛନ୍ତି ବିଜେପି ଓ ଟିଏମସି

କୋଲକାତା(ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ପଶ୍ଚିମବଙ୍ଗ ଉପ ନିର୍ବାଚନ ଆସନ୍ତା ୩୦ ତାରିଖରେ ହେବାକୁ ଯାଉଛି । ଏନେଇ ଦଳ ନିଜର ଜୋରଦାର ପ୍ରଚାର ଆରମ୍ଭ କରିଛି । ସେପଟେ ମମତାଙ୍କ ବିରୋଧରେ ବିଜେପି ପ୍ରିୟଙ୍କା ତିବ୍ରେୱାଲାଙ୍କୁ ମଇଦାନକୁ ଓହ୍ଲାଇଛି । ନିର୍ବାଚନରେ ଟିଏମସିକୁ କଡ଼ା ଟକ୍କର ଦେବା ପାଇଁ ଋଣନୀତି ମଧ୍ୟ ବିଜେପି ପ୍ରସ୍ତୁତ କରିଥିବାର କଥା ସାମ୍ନାକୁ ଆସୁଛି ।

କାହିଁକିନା ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ ଜୋର ଦାର ପ୍ରଚାର କରୁଥିବା ବେଳେ ବିଜେପି ପୂର୍ବ ପରି ଏଠାରେ ବଡ଼ ରାଲି କରୁନଥିବାର ଦେଖିବାକୁ ମିଳିଛି । ଏପରି କରି ସମସ୍ତଙ୍କର ଦୃଷ୍ଟିକୁ ଆକର୍ଷଣ କରିବାର ଯୋଜନା କରିଛି ଭାରତୀୟ ଜନତା ପାର୍ଟି । ତେବେ ନିର୍ମାଚନୀ ହିଂସା ବଢୁଥିବାରୁ ବିଜେପି ଏପରି ଋଣନୀତି ଆପଣାଇଛି ବୋଲି ପଶ୍ଚିମବଙ୍ଗ ବିଜେପି ସଭାପତି ଦିଲ୍ଲୀପ ଘୋଷ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି