Masthead

ନିଷାଦ ପାର୍ଟି ସହ ମେଣ୍ଟ ଘୋଷଣା କଲା ବିଜେପି

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳମାନେ ନିଜର ରାଜନୈତିକ ରଣନୀତି ପ୍ରସ୍ତୁତ ଆରମ୍ଭ କରିଦେଇଛନ୍ତି । ଏହା ମଧ୍ୟରେ ବିଜେପି ରାଜ୍ୟରେ ନିଷାଦ ପାର୍ଟି ସହ ମେଣ୍ଟ କରିବାର କଥା ସାମ୍ନାକୁ ଆସିଛି । ନିଷାଦ ପାର୍ଟି ପକ୍ଷରୁ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ପ୍ରଦେଶ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘୋଷଣା କରିଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ନିଷାଦ ପାର୍ଟିର ସଞ୍ଜୟ ନିଷାଦ ଓ ବିଜେପି ପ୍ରଦେଶ ଅଧ୍ୟକ୍ଷ ସ୍ୱତନ୍ତ୍ର ଦେବ ସିଂହ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ଉଭୟ ରାଜନୈତିକ ଦଳ ମେଣ୍ଟଘୋଷଣା ମଧ୍ୟ କରିଛନ୍ତି। କେବଳ ନିଷାଦ ପାର୍ଟି ନୁହେଁ ରାଜ୍ୟରେ ଆପନା ଦଳ ସହ ମଧ୍ୟ ବିଜେପି ମେଣ୍ଟ କରିଥିବା ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ