Masthead

ନିଷାଦ ପାର୍ଟି ସହ ମେଣ୍ଟ ଘୋଷଣା କଲା ବିଜେପି

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳମାନେ ନିଜର ରାଜନୈତିକ ରଣନୀତି ପ୍ରସ୍ତୁତ ଆରମ୍ଭ କରିଦେଇଛନ୍ତି । ଏହା ମଧ୍ୟରେ ବିଜେପି ରାଜ୍ୟରେ ନିଷାଦ ପାର୍ଟି ସହ ମେଣ୍ଟ କରିବାର କଥା ସାମ୍ନାକୁ ଆସିଛି । ନିଷାଦ ପାର୍ଟି ପକ୍ଷରୁ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ପ୍ରଦେଶ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘୋଷଣା କରିଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ନିଷାଦ ପାର୍ଟିର ସଞ୍ଜୟ ନିଷାଦ ଓ ବିଜେପି ପ୍ରଦେଶ ଅଧ୍ୟକ୍ଷ ସ୍ୱତନ୍ତ୍ର ଦେବ ସିଂହ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ଉଭୟ ରାଜନୈତିକ ଦଳ ମେଣ୍ଟଘୋଷଣା ମଧ୍ୟ କରିଛନ୍ତି। କେବଳ ନିଷାଦ ପାର୍ଟି ନୁହେଁ ରାଜ୍ୟରେ ଆପନା ଦଳ ସହ ମଧ୍ୟ ବିଜେପି ମେଣ୍ଟ କରିଥିବା ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୁହଁରେ ଗାମୁଛା ପକାଇ ଲୁଟି ନେଲା ଦୁର୍ବୁତ୍ତ 🔴 ସମ୍ବଲପୁର ଭିଡ ହିଂସା ମାମଲା, ପୁଲିସ ୩ଜଣଙ୍କୁ ଅଟକ ରଖିଛି । 🔴 ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି 🔴 କ୍ରସ୍ ଭୋଟିଂ ଅଭିଯୋଗରେ ବିଜେଡିକୁ ଝଟକା 🔴 ଇସ୍ତଫା ଦେବେ ବ୍ରିଟେନ୍ ପିଏମ! 🔴 ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ମୁହଁରେ ଗାମୁଛା ପକାଇ ଲୁଟି ନେଲା ଦୁର୍ବୁତ୍ତ 🔴 ସମ୍ବଲପୁର ଭିଡ ହିଂସା ମାମଲା, ପୁଲିସ ୩ଜଣଙ୍କୁ ଅଟକ ରଖିଛି । 🔴 ଭତ୍ତା ହିତାଧିକାରୀଙ୍କୁ ମିଳିଲା ଆଶ୍ୱସ୍ତି 🔴 କ୍ରସ୍ ଭୋଟିଂ ଅଭିଯୋଗରେ ବିଜେଡିକୁ ଝଟକା 🔴 ଇସ୍ତଫା ଦେବେ ବ୍ରିଟେନ୍ ପିଏମ! 🔴 ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ