Masthead

ଜନ ଆର୍ଶିବାଦ ଯାତ୍ରାର ମତାମତ ଖୋଜୁଛି ବିଜେପି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସାରା ଦେଶରେ ଜନ ଆର୍ଶିବାଦ ଯାତ୍ରା ଆରମ୍ଭ କରିଛି ବିଜେପି । ଏହି ଯାତ୍ରାରେ ଅନେକ କେନ୍ଦ୍ରୀୟ ମନ୍ତ୍ରୀ ସାମିଲ ଥିବାର ମଧ୍ୟ ଦେଖିବାକୁ ମିଳିଛି । ଏହାରି ମଧ୍ୟରେ ଭାରତୀୟ ଜନତା ପାର୍ଟି ନିଜର ଜନ ଆର୍ଶିବାଦ ଯାତ୍ରାର ଫିଡବ୍ୟାକ ଖୋଜୁଥିବାର କଥା ସାମ୍ନାକୁ ଆସିଛି । ଅପରପକ୍ଷେ ବିଜେପିର ଗଡ କୁହାଯାଇଥିବା ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡରେ ଏହାର ପ୍ରଭାବ ଅଧିକ ଦେଖାଯାଇଥିଲା । କାରଣ ଦୁଇ ରାଜ୍ୟରେ ଆସନ୍ତା ଛଅମାସ ମଧ୍ୟରେ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି ।

ଅନ୍ୟପଟେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀକୁ ପରିବର୍ତ୍ତନ କରି ସମସ୍ତଙ୍କର ଦୃଷ୍ଟିକୁ ଆକର୍ଷଣ କରିଛି ଭାରତୀୟ ଜନତା ପାର୍ଟି । ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ଠାରୁ ଆରମ୍ଭ କରି ରାଜଧାନୀ ଦିଲ୍ଲୀ ପର୍ଯ୍ୟନ୍ତ ବିଜେପି ଅନେକ ରାଜନୈତିକ ବୈଠକ କରୁଥିବାର ଦେଖିବାକୁ ମିଳିଛି । ତେବେ କରୋନାର ଦ୍ୱିତୀୟ ଲହର ଓ ପ୍ରଧାନମନ୍ତ୍ରୀଙ୍କର ଦ୍ୱିତୀୟ କାର୍ଯ୍ୟକାଳର ଦୁଇ ବର୍ଷ ପରେ ବିଜେପିର ଜନଆର୍ଶିବାଦ ଯାତ୍ରା ଦଳକୁ ରାଜନୈତିକ କ୍ଷେତ୍ରରେ ଶକ୍ତିଶାଳୀ କରିବାରେ ଏହା ହେଉଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ