Masthead

ଧାରଣାରୁ ଉଠିଲେ ବିଜେପି ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାତି ତମାମ ଧରଣାରେ ବସିଥିବା ବିଜେପି ବିଧାୟକମାନେ ଧାରଣାରୁ ଉଠିଲେ । ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଗତକାଲିଠାରୁ ସେମାନେ ଧାରଣାରେ ବସିଥିଲେ । ଆଜି ସକାଳେ ବିଜେପି ସହପ୍ରଭାରୀ ବିଜୟପାଲ ସିଂ ତୋମାର ଭେଟିବା ପରେ  ଧାରଣାରୁ ଉଠିଛନ୍ତି । ଗତକାଲି ବାଚସ୍ପତିଙ୍କ ପୋଡିୟମ ଉପରକୁ ଇୟର ଫୋନ୍ ଓ ଚପଲ ଫିଙ୍ଗିବା ଘଟଣାରେ ବିଜେପିର ତିନି ଜଣ ବିଧାୟକ ଜୟନାରାୟଣ ମିଶ୍ର, ବିଷ୍ଣୁ ଚରଣ ସେଠୀ ଓ ମୋହନ ମାଝୀଙ୍କୁ ସସପେଣ୍ଡ କରିଥିଲେ ବାଚସ୍ପତି ।

ଏହାକୁ ବିରୋଧ କରି ବିଧାନସଭା ଗାନ୍ଧି ମୂର୍ତ୍ତି ତଳେ ରାତି ସାରା ଧାରଣାରେ ବସିଥିଲେ ବିଜେପି ବିଧାୟକ । ସେମାନେ ଅଭିଯୋଗ କରିଛନ୍ତି, ବିରୋଧୀ ଦଳର ନେତାଙ୍କୁ ବିଧାନସଭାରେ କହିବାକୁ ସୁଯୋଗ ନ ଦେଇ ବାଚସ୍ପତି ଅଗଣତନ୍ତ୍ରିକ କାର୍ୟ୍ୟ ସହ ପକ୍ଷପାତିତା କରୁଛନ୍ତି । ତାଙ୍କ ନିଷ୍ପତ୍ତି କାହା ଦ୍ୱାରା ପରିଚାଳିତ ହେଉଥିବାର ପରିଲକ୍ଷିତ ହେଉଛି । ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କହିଛନ୍ତି, ରାଜ୍ୟପାଳଙ୍କୁ ଭେଟି ବିଲ୍ ମଞ୍ଜୁର ନକରିବାକୁ ଅନୁରୋଧ କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ