Masthead

ଉପନିର୍ବାଚନ ତାରିଖ ଘୋଷଣା ହେବା ପରେ ଟିଏମସିରେ ମିଶିଲେ ବିଜେପି ବିଧାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କିଛି ସମୟ ପୂର୍ବରୁ ପଶ୍ଚିମବଙ୍ଗ ବିଧାନସଭା ଉପ ନିର୍ବାଚନ ତାରିଖ ଘୋଷଣା ହୋଇଛି । ଏହାର କିଛି ସମୟ ପରେ ତୃଣମୂଳ କଂଗ୍ରେସରେ ମିଶିଥିଲେ କାଲିଗଞ୍ଜର ବିଜେପି ବିଧାୟକ ସୋମେନ ରୟ । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହୋଲ ସରଗରମ ହୋଇ ଉଠିଥିଲା ।

ଅପରପକ୍ଷେ ବିଧାୟକ ଜଣଙ୍କ ବିଜେପିରେ ମିଶିବା ପୂର୍ବରୁ ତୃଣମୂଳ କଂଗ୍ରେସରେ ଥିଲେ । ଯାହାଫଳରେ ବର୍ତ୍ତମାନ ବିଧାୟକଙ୍କର କାର୍ଯ୍ୟକୁ ଘର ବାହୁଡା ବୋଲି କହିଛି ତୃଣମୂଳ କଂଗ୍ରେସ । ଅନ୍ୟପଟେ ବିଧାନସଭା ନିର୍ବାଚନରେ ବିଜେପି ମୋଟ ୭୧ଟି ଆସନ ଜିତିଥିଲା । ହେଲେ ଚାରି ସପ୍ତାହ ମଧ୍ୟରେ ୪ ଜଣ ବିଜେପି ବିଧାୟକ ଟିଏମସିରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା