Masthead

ବିଜେପି ଦଳର ବୟାନ ନିନ୍ଦା ଜନକ:ପ୍ରତାପ ଦେବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ପ୍ରତାପ ଦେବ କହିଛନ୍ତି ,ବିଜେପି ଦଳର ବୟାନ ନିନ୍ଦା ଜନକ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଲୋକଙ୍କ ପଖାକୁ ଯାଇ ବିଭିନ୍ନ ସମସ୍ୟାର ସମାଧାନ କରୁଛନ୍ତି । ବଜେପି ବିଧାୟକମାନେ ତାଙ୍କ ନିର୍ବାଚନ ମଣ୍ଡଳୀର ଲୋକଙ୍କୁ ପଚାରନ୍ତୁ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତାଙ୍କ ପାଖରେ ପହଁଚିଲା ପରେ ସମସ୍ୟାର ସମାଧାନ ହୋଇଛି ନା ନାହିଁ। ଯଦି ଏହାକୁ ସେମାନେ ହୃଦୟଙ୍ଗମ କରି ପାରୁନାହାନ୍ତି। ତାହାଲେ ତାଙ୍କୁ କଣ କୁହାଯିବ। ଲୋକଙ୍କ ଉନ୍ନତି ପାଇଁ ଆମେ ବିଧାୟକ ହୋଇଛି। ଯଦି ବିଜେପି ବିଧାୟକମାନେ ଉନ୍ନତି ଚାହୁଁ ନାହାନ୍ତି ତାହାଲେ ଲିଖିତ ଭାବେ ଦିଅନ୍ତୁ । ତାଙ୍କ ନିର୍ବାଚନ ମଣ୍ଡଳୀରେ ବିକାଶ ଆବଶ୍ୟକ ନାହିଁ। ଓଡ଼ିଶାର ହିତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି