Masthead

ବିଜେପି ଘେରିଲା ଏସପି ଅଫିସ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ମମିତାଙ୍କୁ ନ୍ୟାୟ ଦାବି ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି ନେଇ ଗଞ୍ଜାମ ଜିଲ୍ଲା ବିଜେପି ପକ୍ଷରୁ ବିକ୍ଷାଭ । ମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆନ୍ଦୋଳନକୁ ଜୋର କରିଛି ବିଜେପି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ସିବିଆଇ ତଦନ୍ତ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରି ଆଜି ଗଞ୍ଜାମର ଜିଲ୍ଲା ବିଜେପି ତରଫରୁ ବ୍ରହ୍ମପୁର ଆରକ୍ଷୀ ଅଧକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ ସହ ବିକ୍ଷୋଭ ପଦର୍ଶନ କରାଯାଇଛି।

ହିଲ ପାଟଣା ଠାରୁ ରାଲି ବାହାରି ବ୍ରହ୍ମପୁର ଆରକ୍ଷ ଅଧକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ କରିଥିଲେ। ଏସପି ଅଫସି ସାମ୍ନାରେ ପୋଲିସ ଓ ବିଜେପି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି । ଏବଂ ଏସପି ଅଫିସକୁ ଅଣ୍ଡାମାଡ଼ କରିଥିଲେ ବିଜେପି କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା