ବିଜେପି ଘେରିଲା ଏସପି ଅଫିସ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ମମିତାଙ୍କୁ ନ୍ୟାୟ ଦାବି ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି ନେଇ ଗଞ୍ଜାମ ଜିଲ୍ଲା ବିଜେପି ପକ୍ଷରୁ ବିକ୍ଷାଭ । ମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆନ୍ଦୋଳନକୁ ଜୋର କରିଛି ବିଜେପି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ସିବିଆଇ ତଦନ୍ତ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରି ଆଜି ଗଞ୍ଜାମର ଜିଲ୍ଲା ବିଜେପି ତରଫରୁ ବ୍ରହ୍ମପୁର ଆରକ୍ଷୀ ଅଧକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ ସହ ବିକ୍ଷୋଭ ପଦର୍ଶନ କରାଯାଇଛି।

ହିଲ ପାଟଣା ଠାରୁ ରାଲି ବାହାରି ବ୍ରହ୍ମପୁର ଆରକ୍ଷ ଅଧକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ କରିଥିଲେ। ଏସପି ଅଫସି ସାମ୍ନାରେ ପୋଲିସ ଓ ବିଜେପି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି । ଏବଂ ଏସପି ଅଫିସକୁ ଅଣ୍ଡାମାଡ଼ କରିଥିଲେ ବିଜେପି କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ