Masthead

ମମିତା ପରିବାରକୁ ଭେଟିବ ବିଜେପି ଟିମ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ରାଜ୍ୟରେ ଆନ୍ଦୋଳନ ଜାରି ରହିଛି। ଅନ୍ୟପଟେ ଏହି ଘଟଣାକୁ ନେଇ ରାଜନୀତି ମଧ୍ୟ ଜୋର୍ ଧରିଛି ଓ ଗତକାଲି କଂଗ୍ରେସର ତିନିଜଣିଆ ଟିମ ପରିବାର ଲୋକଙ୍କୁ ଭେଟିଥିବାବେଳେ ଆଜି ରାଷ୍ଟ୍ରୀୟ ବିଜେପି ଦଳର ୩ ଜଣ ମହିଳା ନେତ୍ରୀ ମମିତାଙ୍କ ଝରଣୀ ଗାଁକୁ ଆସୁଛନ୍ତି ଓ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ଭି. ଶ୍ରୀନିବାସନ୍ ଙ୍କସହ ସାଂସଦ ସୁନିତା ଦୁଗଲ ଓ ବିଧାୟିକା ରୂପା ମିତ୍ର ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ରାଜ୍ୟ ବିଜେପିର ୧୫ ଜଣିଆ ଟିମ୍ ପରିବାର ଲୋକଙ୍କୁ ଭେଟି ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା