Masthead

ନ୍ୟାୟ ପାଇଁ ଦୀପ ଜାଳିବ ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣା । ଆସନ୍ତା ଦୀପାବଳୀରେ ମମିତା ପାଇଁ ଗୋଟିଏ ଦୀପ ଜାଳିବାକୁ ରାଜ୍ୟବାସୀଙ୍କୁ ନିବେଦନ କଲା ବିଜେପି । ନ୍ୟାୟ ପାଇଁ ଦୀପ ଜାଳିବ ବିଜେପି । ରାଜ୍ୟବାସୀଙ୍କୁ ନିବେଦନ କଲା ଦଳ । ମମିତାକୁ ନ୍ୟାୟ ପାଇଁ ଗୋଟିଏ ଦୀପ ଜାଳ । ମମିତାକୁ ନ୍ୟାୟ, ଦୋଷୀଙ୍କୁ ଦଣ୍ଡ ଦାବି । ସେପଟେ ପ୍ରଶ୍ନ କରିଛନ୍ତି ବିଜେପି ରାଜ୍ୟ ସଭାପତି । କେବେ ଇସ୍ତଫା ଦେବେ ମନ୍ତ୍ରୀ ଦିବ୍ୟଶଙ୍କର? ମୁଖ୍ୟମନ୍ତ୍ରୀ ମୁହଁ ଖୋଲିବେ କେବେ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ