Masthead

ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେଆରକ୍ଷୀ ଅଧିକ୍ଷକଙ୍କ ଦ୍ୱାରସ୍ଥ ହେଲେ ବିଜେପି ମହିଳା ମୋର୍ଚ୍ଚା

ମାହାଙ୍ଗା(ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ମାହାଙ୍ଗା ନାବାଳିକା ମୃତ୍ୟୁ ଘଟଣା ଏବେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି । ଘଟଣା ଘଟିବାର ଦୀର୍ଘ ସମୟ ପରେ ମଧ୍ୟ ଘଟଣାର ସତ୍ୟତା ଲୋକଲୋଚନକୁ ନଆସିବା ଓ ଦୋଷୀଙ୍କୁ ଦଣ୍ଡ ନମିଳିବା ସାଧାରଣରେ ଅସନ୍ତୋଷ ସୃଷ୍ଟି ହୋଇଛି । ଶରତଙ୍କୁ ନିଲମ୍ବିତ କରାଯାଇଛି ହେଲେ ପୋଷ୍ଟମର୍ଟମ ନକରି ୨ମାସ ନିଷ୍କ୍ରିୟ ତଦନ୍ତ ପାଇଁ ପୋଲିସ ଉପରେ କାହିଁକି କାର୍ୟ୍ୟାନୁଷ୍ଠାନ ହୋଇନି ବୋଲି ପ୍ରଶ୍ନ ଉଠାଇଛି ବିଜେପି ।

୨ମାସରୁ ଅଧିକ ସମୟ ବିତି ଯାଇଥିଲେ ବି ପୋଲିସ କୌଣସି କାର୍ୟ୍ୟାନୁଷ୍ଠାନ କାହିଁକି ନେଇନାହିଁ ? ଡ଼ିଜିଙ୍କୁ ଭେଟି ଭାଇରାଲ୍ ଅଡିଓ ଶୁଣାଇ କର୍ୟ୍ୟନୁଷ୍ଠାନ ପାଇଁ ଦାବି କରିଥିଲା ବିଜେପି । ଡ଼ିଜି ତଦନ୍ତ ଆରମ୍ଭ କରିଛନ୍ତି । ଶରତ ରାଉତଙ୍କୁ ବିଜେଡ଼ି ଦଳରୁ ନିଲମ୍ବିତ କରିଛି । ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ ବୋଲି କହିଛନ୍ତି କଟକ ଜିଲ୍ଲା ସଦର ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ଯାଜ୍ଞସେନୀ ଜେନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ