Masthead

ରାଜ୍ୟର ସବୁ ଏସ୍‌ପି ଅଫିସ୍ ଘେରିବ ବିଜେପି ଯୁବ ମୋର୍ଚ୍ଚା

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ପ୍ରସଙ୍ଗରେ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଈରାଶିଷ ଆଚାର୍ଯ୍ୟଙ୍କ ସାମ୍ବାଦିକ ସମ୍ମିଳନୀ ।  ଅକ୍ଟୋବର ୨୬ ଏବଂ ୨୭ ତାରିଖରେ ରାଜ୍ୟର ସବୁ ଏସ୍‌ପି ଅଫିସ୍ ଘେରାଉ କରିବ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା । ବାରମ୍ବାର ସରକାରଙ୍କୁ ଚେତେଇ ଦେବା ସତ୍ତ୍ବେ କୌଣସି ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେଉନାହାନ୍ତି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ତଦନ୍ତ ପରିସରକୁ ଅଣାଯାଉନାହିଁ ।

ମମିତା ମେହେରଙ୍କ ବାପା-ମା’ ବାରମ୍ବାର ଅଭିଯୋଗ କରିବା ସତ୍ତ୍ବେ କାହିଁକି ମନ୍ତ୍ରୀଙ୍କୁ ତଦନ୍ତ ପରିସରକୁ ଅଣାଯାଉନାହିଁ ବୋଲି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ପ୍ରଶ୍ନ କରିଛନ୍ତି । ଯେ ପର୍ଯ୍ୟନ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ବହିଷ୍କାର କରାଯିବା ସହ ତାଙ୍କୁ ଗିରଫ କରାଯାଇନାହିଁ ବିଜେପି ଯୁବ ମୋର୍ଚ୍ଚା ଆନ୍ଦୋଳନ ଜାରି ରଖିବ । ଏହାସହ ଘଟଣାର ସିବିଆଇ ତଦନ୍ତର ଦାବି କରିଛି ଯୁବ ମୋର୍ଚ୍ଚା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି