Masthead

୧୨ରେ କଳାହାଣ୍ଡି ବନ୍ଦ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାର ନିରପେକ୍ଷ ତଦନ୍ତ ପାଇଁ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଇସ୍ତଫା ଦାବି ଓ ଘଟଣା ନିରପେକ୍ଷ ତଦନ୍ତ ସିବିଆଇ କୁ ହସ୍ତାନ୍ତର ଦାବି ରେ କଂଗ୍ରେସ ପକ୍ଷରୁ ନର୍ଲା , ମଦନପୁର ରାମପୁର, କର୍ଲାମୁଣ୍ଡା ଠାରେ କଂଗ୍ରେସ ର ପଥପ୍ରାନ୍ତ ସଭା। ସଭାରେ ଏଆଇସିସି ସାଧାରଣ ସମ୍ପାଦକ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ମୁଖ୍ୟମନ୍ତ୍ରୀ ଙ୍କ ଆସନ୍ତା ୮ ତାରିଖ କଳାହାଣ୍ଡି ଗସ୍ତ ପୁର୍ବରୁ ବହିଷ୍କାର ଦାବି ନଚେତ ତାଙ୍କ ଗସ୍ତ ସମୟରେ ପବ୍ଲିକ କଫ୍ୟୂ ପାଇଁ ଆହ୍ବାନ। ଆସନ୍ତା ୧୨ ତାରିଖ କଳାହାଣ୍ଡି ବନ୍ଦ କରାଯିବ। ମମିତା ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ କଂଗ୍ରେସ ଆନ୍ଦୋଳନ ଜାରି ରହିବ ବୋଲି ପ୍ରକାଶ କରିଛନ୍ତି। ଏଥିପାଇଁ ଜିଲ୍ଲା ବ୍ୟାପୀ ଭକ୍ତ ଦାସ ସଭା କରୁଛନ୍ତି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ