Masthead

ବିଏମସି ଜାରି କଲା ନୂଆ ଗାଇଡଲାଇନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଆଣିଲା ନୂଆ କୋରୋନା ଗାଇଡଲାଇନ । ଗାଇଡଲାଇନ ଅନୁଯାୟୀ ବାହାଘରରେ ସର୍ବାଧିକ ୧୦୦ ଏବଂ ଅନ୍ତିମ ସଂସ୍କାରରେ ସର୍ବାଧିକ ୫୦ ଜଣ ସାମିଲ ହୋଇପାରିବେ । ୬ ଏପ୍ରିଲରୁ ଏହି ନୂଆ ନିୟମ ଲାଗୁ ହେବ । ନୂଆ କୋଭିଡ କଟକଣାକୁ କଡାକଡି କରିଛି ବିଏମସି । ଜନସମାଗମ ଓ ସମାବେଶ ଉପରେ ବିଏମସି ରୋକ ଲଗାଇଛି।

କନଫରେନ୍ସ, କନକ୍ଲେଭ୍ ଆଦି କାର୍ଯ୍ୟକ୍ରମ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ବନ୍ଦ । ଶତବାର୍ଷିକୀ, ଗୋଲ୍ଡେନ ଜୁବଲି, ସିଲଭର ଜୁବଲି ଉପରେ ମଧ୍ୟ ରୋକ୍ ଲଗାଇଲା ବିଏମସି । ସେହିପରି ଶିକ୍ଷାନୁଷ୍ଠାନ ଗୁଡ଼ିକରେ ବାର୍ଷିକ ଉତ୍ସବ ପାଳନ ଉପରେ ପ୍ରତିବନ୍ଧକ ଲଗାଇଥିବାବେଳେ କୌଣସି କାର୍ଯ୍ୟକ୍ରମ ପାଇଁ ବିଏମସି ଠାରୁ ନେବାକୁ ପଡ଼ିବ ଅନୁମତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା