Masthead

ଓଲଟିଲା ଡଙ୍ଗା

ପାରାଦୀପ(ବଡ଼ ଖବର ବ୍ୟୁରୋ):   ଡଙ୍ଗା ଓଲଟି ପଡିବାରୁ ୨ ନିଖୋଜ ହୋଇଯାଇଥିବା ଜଣାପଡିଛି । ତେବେ ଆଜି ପାରାଦୀପ ନେହରୁ ବଙ୍ଗଳା ପାଖ ମୁହାଣରେ ଘଟିଛି ଏଭଳି ଅଘଟଣ ।

ସୂଚନା ଆନୁଯାୟୀ ଡଙ୍ଗାରେ ମୋଟ ୫ ଜଣ ଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଛି । ପରେ ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଦ୍ୱାରା ୨ ନିଖୋଜଙ୍କୁ ଉଦ୍ଧାର ପାଇଁ ଖୋଜାଖୋଜି ଚାଲିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା