Masthead

ମହାନଦୀ ମୁହାଣରେ ବୁଡିଲା ଡଙ୍ଗା, ଭାସୁଛନ୍ତି ମତ୍ସ୍ୟଜୀବୀ

ପାରାଦୀପ(ବଡ଼ ଖବର ବ୍ୟୁରୋ):ମହାନଦୀ ମୁହାଣରେ ବୁଡିଲା ଡଙ୍ଗା ।ପାରାଦୀପ ନେହେରୁବଙ୍ଗାଳା ମହାନଦୀ ମୁହାଣରେ ବୋଟ ଉପରେ ଓ ଜାର୍ ସାହାଯ୍ୟରେ ଭାସୁଛନ୍ତି ମତ୍ସ୍ୟଜୀବୀ। ମେରାଇନ ପୋଲିସ ଓ ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରି । ଅଧିକ ଜୋରରେ ଢେଉ ଥିବାରୁ ଉଦ୍ଧାର କାର୍ଯ୍ୟ ରେ ବାଧା ପ୍ରାପ୍ତ ହେଉଛି। ବୋଟ୍ ରେ ୭ ଜଣ ମତ୍ସ୍ୟଜୀବୀ ଥିବା ସୁଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ