Masthead

ଜଙ୍ଗଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅନ୍ତର୍ଗତ ଗୋନା ଗ୍ରାମ ମୁରମଡିହି ଜଙ୍ଗଲରେ ବାଗବେଢ଼ା ଗ୍ରାମର ତିଲା ଗଣ୍ଡଙ୍କ ଶବ ଉଦ୍ଧାର କରାଯାଇଛି । ସାଇଣ୍ଟଫିକ ଟିମ ଆସି ପ୍ରାଥମିକ ଅନୁସନ୍ଧାନ କରିବା ପରେ ମୃତଦେହକୁ ପୋଲିସ ଉଦ୍ଧାର କରିଛି ।

୩୧ ଖଣ୍ଡ କରି ମୃତଦେହ ପୋତି ପ୍ରମାଣ ଲୁଚାଇବାକୁ ଚେଷ୍ଟା କରିଥିଲେ ଅଭିଯୁକ୍ତ । ଏହି ଘଟଣାରେ ସମ୍ପୃକ୍ତି ଥିବା ସନ୍ଦେହରେ ମୁରମଡିହି ଗ୍ରାମର ଚନ୍ଦ୍ର ରାଉତ ଓ ତାଙ୍କ ପତ୍ନୀଙ୍କୁ ଅଟକ ରଖିଛି ରାଇଘର ପୋଲିସ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା