Masthead

ଯୋବ୍ରା ବ୍ୟାରେଜରେ ଏକ ହାତୀ ମୃତଦେହ ଠାବ

କଟକ(ବଡ଼ ଖବର ବ୍ୟୁରୋ): କଟକର ଯୋବ୍ରା ବ୍ୟାରେଜ ଠାରେ ଏକ ହାତୀର ମୃତ ଦେହ ଠାବ ହୋଇଛି । ତେବେ ଏହି ହାତୀଟି ମୁଣ୍ଡଳୀ ବ୍ରିଜରୁ ନିଖୋଜ ଥିବା ହାତୀ କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ । ଯୋବ୍ରା ବ୍ୟାରେଜର ଗୋଟିଏ ଗେଟ ଦେଇ ପାଣି ଯାଉଥିବାବେଳେ ସେଠାରେ ହାତୀଟିର ଗୋଡ଼ ଦେଖାଯାଉଛି ।

ଅନ୍ୟପଟେ ଶୁକ୍ରବାର ହାତୀଟି ମୁଣ୍ଡଳି ବ୍ରିଜ ନିକଟରେ ଫସି ରହିଥିବାବେଳେ ରାତିରେ ବନ ବିଭାଗ ନିଆଁ ହୁଳା ଦେଖାଇ ହାତୀକୁ ଉଦ୍ଧାର କରିବା ପାଇଁ ଚେଷ୍ଟା ଚଳାଇଥିଲା । ହେଲେ ହାତୀଟି ପାଣି ସ୍ରୋତରେ ଭାସିଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ