Masthead

ଅଜଣା ବ୍ୟକ୍ତିର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ହିଞ୍ଜିଳି(ବଡ଼ ଖବର ବ୍ୟୁରୋ): ହିଞ୍ଜିଳି ଥାନା ଅଧିନ ମହନାପଲି ଗ୍ରାମ ୯ ନମ୍ବର କେନାଲରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ।ମୃତ ଜଣଙ୍କ ହେଉଛନ୍ତି ଦୁର୍ବନ୍ଧ ଗ୍ରାମ ବେଲପଡା ସାହିର ସ୍ୱର୍ଗତ ଅରକ୍ଷିତ ସାହୁଙ୍କ ସାନ ପୁଅ କୃଷ୍ଣ ସାହୁ । ମିଳିଥିବା ସୁଚନା ଅନୁଯାଇ ଆଜି ସକାଳ କେନଳରେ ଯୁବକଙ୍କ ମୃତଦେହ ଭାସମାନ ଅବସ୍ଥାରେ କିଛି ଲୋକ ଦେଖି ହିଞ୍ଜିଳି ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ହିଞ୍ଜିଳି ପୋଲିସ ଘଟଣ ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଏକ ଅପମୃତ ମାମଲା ରୁଜୁକରିବା ସହ ସବ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡମେଡିକାଲକୁ ପଠାଇ ଥିବା ବେଳେ ରିପୋର୍ଟ ଆସିବା ପରେ ମୃତୁର କାରଣ ସ୍ପଷ୍ଟ ଜଣାପଡିବ । ଏନେଇ ହିଞ୍ଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀନିବାସ ସେଠୀସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ