Masthead

ଅଜଣା ବ୍ୟକ୍ତିର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ହିଞ୍ଜିଳି(ବଡ଼ ଖବର ବ୍ୟୁରୋ): ହିଞ୍ଜିଳି ଥାନା ଅଧିନ ମହନାପଲି ଗ୍ରାମ ୯ ନମ୍ବର କେନାଲରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ।ମୃତ ଜଣଙ୍କ ହେଉଛନ୍ତି ଦୁର୍ବନ୍ଧ ଗ୍ରାମ ବେଲପଡା ସାହିର ସ୍ୱର୍ଗତ ଅରକ୍ଷିତ ସାହୁଙ୍କ ସାନ ପୁଅ କୃଷ୍ଣ ସାହୁ । ମିଳିଥିବା ସୁଚନା ଅନୁଯାଇ ଆଜି ସକାଳ କେନଳରେ ଯୁବକଙ୍କ ମୃତଦେହ ଭାସମାନ ଅବସ୍ଥାରେ କିଛି ଲୋକ ଦେଖି ହିଞ୍ଜିଳି ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ହିଞ୍ଜିଳି ପୋଲିସ ଘଟଣ ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଏକ ଅପମୃତ ମାମଲା ରୁଜୁକରିବା ସହ ସବ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡମେଡିକାଲକୁ ପଠାଇ ଥିବା ବେଳେ ରିପୋର୍ଟ ଆସିବା ପରେ ମୃତୁର କାରଣ ସ୍ପଷ୍ଟ ଜଣାପଡିବ । ଏନେଇ ହିଞ୍ଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀନିବାସ ସେଠୀସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା