Masthead

୩ଦିନ ପରେ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ

ବସ୍ତା(ବଡ଼ ଖବର ବ୍ୟୁରୋ): ୩ ଦିନ ତଳେ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତ ଦେହ ବାଇତପଡା ପ୍ରାଥମିକ ୟୁପି ବିଦ୍ୟାଳୟ ନିକଟସ୍ଥ ପୋଖରୀରୁ ଉଦ୍ଧାର କଲା ପୋଲିସ । ସୁଚନା ଅନୁଯାୟୀ ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଚଣ୍ତିପୁର ଗ୍ରାମର ଗୌରାଙ୍ଗ ମୁଖୀ ଗତ ତିନି ଦିନ ତଳେ ନିଖୋଜ ଥିଲେ ।

ଆଜି ସକାଳେ ବାଇତପଡା ପ୍ରାଥମିକ ୟୁପି ବିଦ୍ୟାଳୟ ନିକଟସ୍ଥ ପରିତ୍ୟକ୍ତ ପୋଖରୀରେ ଗୌରାଙ୍ଗ ର ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀମାନେ ପୋଲିସକୁ ଖବର ଦେଇଥିଲେ, ପୋଲିସ ଘଟଣା ସ୍ଥଳରେ ପହଁଚି ଗୌରାଙ୍ଗଙ୍କ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି। ମୃତ ଗୌରାଙ୍ଗ ଭେଲୋରା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବରେ କାଯ୍ୟଁ କରୁଥିଲେ । ତେବେ କେଉଁ କାରଣରୁ ଗୌରାଙ୍ଗ ମୃତ୍ୟୁ ହେଲା ତାହା ତଦନ୍ତ ପରେ ଜଣାପଡ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା