Masthead

ବନ୍ଦ ଘରୁ ମାଆ ଝିଅଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର(ବଡ଼ ଖବର ବ୍ୟୁରୋ ): ଘର ଭିତରୁ ମାଆ,ଝିଅଙ୍କ ମୃତ ଦେହ ଉଦ୍ଧାର । ସମ୍ବଲପୁର ଜିଲ୍ଲା କିସିଣ୍ଡାରେ ବନ୍ଦ ଘରୁ ମାଆ ଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି । ।ମୃତକ ଦ୍ବୟ ହେଲେ ମାଆ ସୁଜାତା ପଟେଲ (୪୦) ଏବଂ ଝିଅ ରଶ୍ମୀ ପଟେଲ (୧୪) । କିସିଣ୍ଡା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ହତ୍ୟା ବୋଲି ସନ୍ଦେହ କରାଯାଉଛି।

ମଙ୍ଗଳବାର ଦିନଠୁ ସ୍ବାମୀ କିଶୋର ପଟେଲ ବଡ଼ଝିଅ ଓ ବାପା ମାଙ୍କୁ ନେଇ ସୁନ୍ଦରଗଡ଼ ଯାଇଥିଲେ । ସେଠାରେ ଏକ ବିବାହ ଉତ୍ସବରେ ଯୋଗଦେଇ ଆଜି ଫେରିଥିବା ବେଳେ, ବନ୍ଦ ଘରେ ମାଆ ଝିଅଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା