Masthead

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସେରୋଡା (ବଡ଼ ଖବର ବ୍ୟୁରୋ): ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ । ଗଞ୍ଜାମ ଜିଲ୍ଲା ବେଲ୍ଲଗୁଣ୍ଠା ଥାନା ମୁଖ୍ୟ ରାସ୍ତା କଡ଼ରେ ଥିବା ଦୋକାନ ବାରଣ୍ଡାରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ଜଣଙ୍କ ଗେରେଡା ଗ୍ରାମର ସନ୍ତୋଷ ବେହେରାଙ୍କ ସ୍ତ୍ରୀ ବିଭାସିନି ବେହେରା ।

ବିବାସିନି ନିଜ ଗ୍ରାମ ଗେରେଡ଼ାରୁ ଗତକାଲି ବେଲଗୁଣ୍ଠାରେ ହୋଇଥିବା ପଞ୍ଚୁଦଣ୍ଡ ଦେଖିବାକୁ ଆସିଥିଲେ । କିନ୍ତୁ ଆଜି ସକାଳେ ତାଙ୍କୁ ଗୋଟିଏ ଦୋକାନ ଆଗରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ