Masthead

ଯୁବକଙ୍କ ମୃତଦେହ ଉଦ୍ଧାର

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): କାଜୁ ଜଙ୍ଗଲରୁ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର। ମୃତକ ଯୁବକ ହେଲେ ପରଜଙ୍ଗ ଥାନା ବସୋଇ ଗ୍ରାମର ମନୋଜ ବିଶ୍ୱାଳ। ବସୋଇ ଗ୍ରାମନିକଟସ୍ଥ କାଜୁ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ହତ୍ୟା ପରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା