Masthead

ସାଇକେଲରେ ବୁହା ହେଲା ଶବ

ଖଇରା (ବଡ଼ ଖବର ବ୍ୟୁରୋ): ସାଇକେଲରେ ବୁହା ହେଲା ଶବ। ଗତକାଲି ବାଲେଶ୍ବର ହରିପୁର ଗାଁରେ ଛାତ ପକାକୁ କେନ୍ଦ୍ର କରି ଦୁଇ ମହିଳାଙ୍କୁ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିଲା। ପଡୋଶୀ ବାପା-ପୁଅଙ୍କ ଆକ୍ରମଣରେ ନଣନ୍ଦ-ଭାଉଜ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ଖଇରା ମେଡିକାଲ ଓ ପରେ କଟକ ସ୍ଥାନାନ୍ତର କରିଥିଲେ। ସେଠାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା।

ଅନ୍ୟ ଜଣେ ଏବେ ଜୀବନ ସହିତ ସଂଗ୍ରାମ କରୁଛନ୍ତି। ଗତକାଲି କମଳା ସେଠୀଙ୍କ ଶବ ଘରେ ପହଞ୍ଚିବା ପରେ ଆଜି ସକାଳୁ ଗାଁ ଲୋକେ ଶବକୁ ସାଇକେଲରେ ନେଇ ଖଇରା ଥାନାକୁ ଯାଉଛନ୍ତି। ପୋଲିସ ବୁଝାଇବାକୁ ଚେଷ୍ଟା କରୁଥିଲେ ସୁଦ୍ଧା ସେମାନେ ବୁଝିବାକୁ ନାରାଜ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି