Masthead

ରାତି ଅଧରେ ଶବ ଦାହ

କଟକ (ବଡ଼ ଖବର ବ୍ୟୁରୋ): ରାତି ଅଧିଆ ଦୁଷ୍ମନ୍ତଙ୍କ ଶବ କରାଗଲା ବ୍ୟବଚ୍ଛେଦ । ପୁରୀ ସ୍ୱର୍ଗଦ୍ୱାରରେ କରାଗଲା ଶବ ସତ୍କାର । ଦୁଷ୍ମନ୍ତଙ୍କ ମରଶରୀରକୁ ଗାଁକୁ ନେବା ପାଇଁ ଯୋଜନା ଥିଲେ ମଧ୍ୟ ଗାଁ ନଯାଇ ପୁରୀ ସ୍ୱର୍ଗଦ୍ୱାରକୁ ନିଆଗଲା । ତେବେ ଗାଁକୁ କ’ଣ ପାଇଁ ନିଆଗଲା ନାହିଁ ତାକୁ ନେଇ ଏବେ ବଡ଼ ପ୍ରଶ୍ନ ଉଠିଛି । କେମିତି ରାତି ଅଧରେ ଖୋଲିଲା ଶବ ବ୍ୟବଚ୍ଛେଦ ଗୃହ ।

କୁଜଙ୍ଗ ବିଡିଓ ଦୁଷ୍ମନ୍ତଙ୍କ ପତ୍ନୀଙ୍କୁ ୧ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିବା ବେଳେ ଆହୁରି ୧୦ ଲକ୍ଷ ଟଙ୍କା ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହା ସହିତ ଯୋଗ୍ୟତା ଅନୁସାରେ ତାଙ୍କ ପତ୍ନୀଙ୍କୁ ସରକାରୀ ଚାକିରି ଦିଆଯିବ ବୋଲି ମୌଖିକ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପକ୍ଷରେ ଦୁଷ୍ମନ୍ତଙ୍କ ମୃତ୍ୟୁ ପରେ ପ୍ରଶାସନର ଏଭଳି ତତ୍ପରତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ତାଙ୍କ ଗାଁ ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା