Masthead

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର, ୫ କିଲୋମିଟର ଟ୍ରଲିରେ ବୁହାହେଲା ଶବ

ସୋର (ବଡ଼ ଖବର ବ୍ୟୁରୋ):ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ମିଳିଲାନି ମହାପ୍ରୟାଣ ଗାଡ଼ି ଟ୍ରଲିରେ ବୁହା ହେଲା ଶବ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୋର ବ୍ଲକ ଦହିସଡା ପଂଚାୟତ ଛପୁଲିଆ ଗାଁରେ । ଗାଁର ଗୁରୁବା ସିଂଙ୍କ ସ୍ତ୍ରୀ ମମତା ସିଂଙ୍କର ଦେହ ଅସୁସ୍ଥ ଥିବାରୁ ପରିବାର ଲୋକେ ସୋର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ପରେ ପରିବାର ଲୋକେ ସରକାରୀ ଆମ୍ବୁଲାନ୍ସକୁ ଯୋଗାଯୋଗ କରିବାରୁ ସେମାନେ ଶବ ନେବେ ନାହିଁ ବୋଲି ମନା କରିଥିଲେ। ପରେ ଘରୋଇ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିବାରୁ ୧୫୦୦ ଟଙ୍କା ଭଡା ଲାଗିବ ବୋଲି କହିଥିଲେ। ମମତାଙ୍କ ପରିବାର ଲୋକେ ନିହାତି ଗରିବ ଶ୍ରେଣୀର ହୋଇଥିବାରୁ ଟଙ୍କା ଯୋଗାଡ କରିନପାରି ଟ୍ରଲିରେ ପାଞ୍ଚ କିଲୋମିଟର ପର୍ଯ୍ୟନ୍ତ ମମତାଙ୍କ ଶବକୁ ବୋହିଥିଲେ ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ