Masthead

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର, ଟ୍ରଲିରେ ବୁହା ହେଲା ଶବ

ସୋର(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ମିଳିଲାନି ମହାପ୍ରରାୟାଣ ଗାଡ଼ି ଟ୍ରଲିରେ ବୁହା ହେଲା ଶବ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୋର ବ୍ଲକ ଦହିସଡା ପଂଚାୟତ ଛପୁଲିଆ ଗାଁରେ । ଗାଁର ଗୁରୁବା ସିଂଙ୍କ ସ୍ତ୍ରୀ ମମତା ସିଂଙ୍କର ଦେହ ଅସୁସ୍ଥ ଥିବାରୁ ପରିବାର ଲୋକେ ସୋର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ପରେ ପରିବାର ଲୋକେ ସରକାରୀ ଆମ୍ବୁଲାନ୍ସକୁ ଯୋଗାଯୋଗ କରିବାରୁ ସେମାନେ ଶବ ନେବେ ନାହିଁ ବୋଲି ମନା କରିଥିଲେ। ପରେ ଘରୋଇ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିବାରୁ ୧୫୦୦ ଟଙ୍କା ଭଡା ଲାଗିବ ବୋଲି କହିଥିଲେ। ମମତାଙ୍କ ପରିବାର ଲୋକେ ନିହାତି ଗରିବ ଶ୍ରେଣୀର ହୋଇଥିବାରୁ ଟଙ୍କା ଯୋଗାଡ କରିନପାରି ଟ୍ରଲିରେ ପାଞ୍ଚ କିଲୋମିଟର ପର୍ୟ୍ୟନ୍ତ ମମତାଙ୍କ ଶବକୁ ବୋହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ