ଡାକ୍ତରଖାନାରୁ ଶବ ଗାଏବ

ପଦ୍ମପୁର (ବଡ଼ ଖବର ବ୍ୟୁରୋ): କାୟା ବିସ୍ତାର କରିବାରେ ଲାଗିଛି କରୋନା ସଂକ୍ରମଣ । ଏହା ମଧ୍ୟରେ ଅନେକ ବିକଳ ଚିତ୍ର ସାମ୍ନାକୁ ଆସୁଛି । ଏଭଳି ଏକ ଚିତ୍ର ସାମ୍ନାକୁ ଆସିଛି ଯାହା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗିବ । କୋଭିଡ ହସ୍ପିଟାଲରୁ ଗାଏବ ହୋଇଛି ଶବ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲାରେ ।

ବରଗଡ କୋଭିଡ ହସ୍ପିଟାଲରେ ମିଳୁନାହିଁ ଶବ । ସୂଚନା ଅନୁସାରେ ପଦ୍ମପୁର ଉପଖଣ୍ତ ଭେଉଁରିଆ ଗ୍ରାମର ପଦ୍ମଲୋଚନ ବରିହା ସୋମବାର ଠାରୁ ବରଗଡ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିଲା । ଡାକ୍ତରଖାନା କର୍ତ୍ତୃପକ୍ଷ ତାଙ୍କ ସମ୍ପର୍କୀୟଙ୍କୁ ଖବର ଦେଇଥିଲେ । ସମ୍ପର୍କୀୟମାନେ ଡାକ୍ତରଖାନାରେ ପହଞ୍ଚିଥିଲେ ମଧ୍ୟ ଶବ ମିଳୁ ନ ଥିବାର ଅଭିଯୋଗ କରିଛନ୍ତି ମୃତକଙ୍କ ସମ୍ପର୍କୀୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’