Masthead

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼

ଆସ୍କା (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଝାଡ଼ବନ୍ଧ ପଂଚାୟତର ପଣିବନ୍ଧ ଗ୍ରାମରେ ବୋମା ମାଡ଼ । ପଣିବନ୍ଧ ଗ୍ରାମର ଦୁଇ ଯୁବକ ଭୋଳା ସ୍ୱାଇଁ ଓ ସନାତନ ବେହେରା ଗ୍ରାମର ଟୁକୁନା ସ୍ୱାଇଁକୁ ବୋମା ମାଡ କରିଥିଲେ । ମନେରେଗା କାମ ବିଷୟରେ ଆଲୋଚନା କରିବା ପାଇଁ ଯାଇ ଫେରିବା ସମୟରେ ଦୁଇ ଯୁବକ ତାଙ୍କ ମୁଣ୍ଡ ଉପରଙ୍କୁ ବୋମା ମାଡ଼ କରିଥିଲେ ।

ବୋମା ମାଡ ପରେ ଟୁକୁନା ତଳେ ଟଳି ପଡ଼ିଯାଇଥିଲେ । ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଆସିକା ଚିକିତ୍ସାଳୟକୁ ଆଣିଥିଲେ । ତାଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି