Masthead

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼

ଆସ୍କା (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଝାଡ଼ବନ୍ଧ ପଂଚାୟତର ପଣିବନ୍ଧ ଗ୍ରାମରେ ବୋମା ମାଡ଼ । ପଣିବନ୍ଧ ଗ୍ରାମର ଦୁଇ ଯୁବକ ଭୋଳା ସ୍ୱାଇଁ ଓ ସନାତନ ବେହେରା ଗ୍ରାମର ଟୁକୁନା ସ୍ୱାଇଁକୁ ବୋମା ମାଡ କରିଥିଲେ । ମନେରେଗା କାମ ବିଷୟରେ ଆଲୋଚନା କରିବା ପାଇଁ ଯାଇ ଫେରିବା ସମୟରେ ଦୁଇ ଯୁବକ ତାଙ୍କ ମୁଣ୍ଡ ଉପରଙ୍କୁ ବୋମା ମାଡ଼ କରିଥିଲେ ।

ବୋମା ମାଡ ପରେ ଟୁକୁନା ତଳେ ଟଳି ପଡ଼ିଯାଇଥିଲେ । ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଆସିକା ଚିକିତ୍ସାଳୟକୁ ଆଣିଥିଲେ । ତାଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ