Masthead

ନୃସଂଶ ସାଜିଲେ ସ୍ୱାମୀ-ସନ୍ତାନ

ବାଲିଆପାଳ (ବଡ଼ ଖବର ବ୍ୟୁରୋ):ନୃଶଂସ ସାଜିଲା ପୁଅ ଓ ସ୍ୱାମୀ। ମଦ୍ୟପାନକୁ ବିରୋଧ କରିବାରୁ ବାପା ଓ ପୁଅ ମିଶି ମାଆକୁ ଗରମ ଲୁହା ରଡରେ ଚେଙ୍କ ଲଗାଇଲା ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ନାଭଡା ଗ୍ରାମରେ । ପ୍ରଭାକର ବିଶ୍ୱାଳ ଏବଂ ତାଙ୍କ ପୁଅ ମଦ ପିଉଥିବାରୁ ପ୍ରଭାକରଙ୍କ ସ୍ତ୍ରୀ ହରପ୍ରିୟା ବାପା ପୁଅଙ୍କୁ ମଦ ପିଇବାକୁ ବିରୋଧ କରିଥିଲେ। କିନ୍ତୁ ପୁଅ ଓ ବାପା ସହିତ ମିଶି ମାଆକୁ ନିସ୍ତୁକ ମାଡ ମାରିବା ସହିତ ଗରମ ଲୁହା ରଡରେ ଚେଙ୍କ ଲଗାଇଥିଲେ ।

ଆଖି ଏବଂ ଶରୀରର ବିଭିନ୍ନ ସ୍ଥାନରେ ଗରମ ଲୁହା ରଡରେ ଚେଙ୍କ ଲଗାଇବା ସହିତ ନିସ୍ତୁକ ମାଡ ମାରିଛନ୍ତି ବାପା-ପୁଅ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ପ୍ରଥମେ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଅତି ଗୁରୁତର ହେବାରୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ବାଲିଆପାଳ ପୋଲିସ ବାପ ପୁଅକୁ ଅଟକ ରଖି ଅଧିକ ତଦନ୍ତ କରୁଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ