Masthead

ପ୍ରବଳ ବର୍ଷାରେ ଭୁଶୁଡ଼ିଲା କୋଠା

ଶିମଲା (ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷାରେ ବେହାଲ ଶିମଲା । ବର୍ଷା ଯୋଗୁଁ ଭୁଶୁୁଡ଼ିଛି ୭ ମହଲା କୋଠା । ହିମାଚଳ ପ୍ରଦେଶ ଶିମଲାର କଚିଘାଟିରେ ଗୁରୁବାର ଘଟିଛି ଏହି ଘଟଣା । ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହେବା ଫଳରେ କୋଠାଟି ଭୁଶୁଡ଼ି ପଡ଼ିଥିବା ଜଣାଯାଇଛି। ତେବେ ଏଥିରେ ବିଶେଷ କିଛି କ୍ଷତି ହୋଇନଥିବା ଜଣାପଡ଼ିଛି । ସୂଚନା ଅନୁସାରେ କୋଠାଟିରେ ଗତକାଲି ସକାଳେ ଏକାଧିକ ଫାଟ ଦେଖିବାକୁ ମିଳିଥିଲା।

ପରେ କୋଠାଟିରୁ ସବୁ କିଛି ଖାଲି କରି ଦିଆଯାଇଥିଲା। ଅପରାହ୍ନ ପାଖାପାଖି ପ୍ରାୟ ସାଢ଼େ ୫ଟା ବେଳେ କୋଠାଟି ଭୁଶୁଡ଼ି ପଡ଼ିଥିଲା। କୋଠାଟି ଭୁଶୁଡ଼ି ବେଳେ ଆଖପାଖ କୋଠା ଗୁଡ଼ିକରେ ମାଡ଼ ହୋଇଥିଲା। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି