Masthead

ସ୍ଥଗିତ ରହିଲା ବସ୍ ଧର୍ମଘଟ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ହେବନି ବସ୍ ଧର୍ମଘଟ । ବସ୍ ଧର୍ମଘଟ ଡାକରାକୁ ସ୍ଥଗିତ ରଖିଲା ଘରୋଇ ବସ୍ ମାଲିକ ସଂଘ । ଅକ୍ଟୋବର ୩୧ ତାରିଖ ପର୍ୟ୍ୟନ୍ତ ଏହି ଧର୍ମଘଟ ସ୍ଥଗିତ ରଖାଯାଇଥିବା ନେଇ ସୂଚନା ଦିଆଯାଇଛି ।ତେବେ ଆସନ୍ତାକାଲିଠୁ ରାଜ୍ୟରେ ବସ୍ ଧର୍ମଘଟ ନେଇ ଡାକରା ଦେଇଥିବା ଘରୋଇ ବସ୍ ମାଲିକ ସଂଘ । ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଏହି ଧର୍ମଘଟ ଡାକରା ଦିଆଯାଇଥିଲା । ହେଲେ ଆଜି ମୁଖମନ୍ତ୍ରୀଙ୍କ କାର୍ୟ୍ୟାଳୟ ସହ ବସ୍ ମାଲିକ ସଂଘର ବୈଠକ ଶେଷ ହୋଇଥିଲା । ବୈଠକ ପରେ ଘରୋଇ ବସ ସଂଘ ପ୍ରତିକ୍ରିୟା ଦେଇ କହିଥିଲେ ଯେ, ସରକାରଙ୍କ ସହ ସକରାତ୍ମକ ଆଲୋଚନା ହୋଇଛି । ଆଉ ଏହାର କିଛି ସମୟ ପରେ ଧର୍ମଘଟକୁ ସ୍ଥଗିତ ରଖିଛି ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ