Masthead

ଆଜିଠୁ ଗଡ଼ିବ ବସ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋମବାରଠାରୁ ସାରା ଓଡ଼ିଶାରେ ଗଡ଼ିବ ବସ୍ । ଘରୋଇ ବସ୍ ମାଲିକ ସଂଘର ଦାବିକୁ ସରକାର ମାନିନେବା ପରେ ତତ୍ପରତା ପ୍ରକାଶ ପାଇଛି । ବସ୍ ଗୁଡ଼ିକୁ ସାନିଟାଇଜ୍ କରିବା ସହ ଯାତ୍ରୀଙ୍କୁ ନେଇ ଯିବା ପାଇଁ ପ୍ରସ୍ତୁତ ବସ୍ କର୍ମଚାରୀ । କରେନା ମହାମାରୀ ପାଇଁ ଗତ ଏପ୍ରିଲ ୧୦ରୁ ରାଜ୍ୟ ବାହାରକୁ ଓ ମେ ମାସ ୫ରୁ ରାଜ୍ୟ ଭିତରେ ବସ୍‌ ଚଳାଚଳକୁ ସରକାର ବନ୍ଦ କରିଥିଲେ।

ସଂକ୍ରମଣ ସ୍ଥିତିରେ ସୁଧାର ଆସିବାରୁ ଚଳିତମାସ ୧ରୁ ରାଜ୍ୟର ୨୦ଟି ଜିଲ୍ଲାରେ ଓ ଏବେ ବଳକା ୧୦ଟି ଜିଲ୍ଲାରେ ବସ୍‌ ଚଳାଇବାକୁ ସରକାର ଅନୁମତି ଦେଇଛନ୍ତି । ରାଜ୍ୟର ମୋଟ ୧୬ ହଜାରୁ ଅଧିକ ବସ୍‌ ଗତ ୩ ମାସ ଧରି ଛିଡ଼ା ହୋଇଥିବା ବେଳେ ଏବେ ସେଗୁଡ଼ିକ ଗଡ଼ିବା ପୂର୍ବରୁ ମରାମତି ଖୋଜୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା