Masthead

ବାତ୍ୟାକୁ ଦୃଷ୍ଟିରେ ରଖି ରାଜଧାନୀରେ ଦୁଇ ଦିନ ଟୀକାକରଣ ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଡି ଆସୁଛି ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଥିବାର ଦେଖିବାକୁ ମିଳିଛି । ଏହା ମଧ୍ୟରେ ଆଜି ଓ କାଲି ଭୁବନେଶ୍ୱରରେ ଟୀକାକରଣ ବନ୍ଦ ହେବା କଥା ସାମ୍ନାକୁ ଆସିଛି ।

ବାତ୍ୟାଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମହାନଗର ନିଗମ ପକ୍ଷରୁ ଏଭଳି ନିଷ୍ପତ୍ତି ନେଇଥିବାର ସୂଚନା ମିଳିଛି । ଏହା ସହ ଟିକାକରଣ କେନ୍ଦ୍ରକୁ ନଆସିବା ପାଇଁ ବିଏମସି ଲୋକମାନଙ୍କୁ ପରାମର୍ଶ ଦେଇଛି । ଆସନ୍ତା ୨୮ ତାରିଖରୁ ପୁଣିଥରେ ଟୀକାକରଣ ଆରମ୍ଭ କରାଯିବ ବୋଲି ବିଏମସି ଟ୍ୱିଟ କରି ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା