Masthead

ରାଜଧାନୀରେ ଅଳିଆ ଗଦାରେ ପଡିଛି ଛିଣ୍ଡା ହାତ, ଗୋଡ଼

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ରାଜଧାନୀ ଭୁବନେଶ୍ୱରରେ ପଡିଛି ଛିଣ୍ଡା ହାତ ଗୋଡ । ଅଳିଆ ଗଦାରେ ଏଭଳି ଛିଣ୍ଡା ହାତ ଗୋଡ ପଡିଥିବା ଖବର ସାମ୍ନାକୁ ଆସିଛି । ରାଜଧାନୀର ରାମମନ୍ଦିର ପଛପଟେ ଥିବା ଅଳିଆ ଗଦାରେ ଏସବୁ ପଡିଛି । ତେବେ ଏ ଛିଣ୍ଡା ହାତ ଗୋଡ କାହାର? ଏହି ଛିଣ୍ଡା ହାତ ଗୋଡ ଅଳିଆ ଗଦାକୁ କେମିତି ଆସିଲା? ଏହାକୁ ନେଇ ଏବେ ପ୍ରଶ୍ନ ।

ଏହି ଛିଣ୍ଡା ହାତ ଗୋଡ ମହିଳା ନା ପୁରୁଷର ସ୍ପଷ୍ଟ ହୋଇନାହିଁ । ରାସ୍ତା ପାଖରେ ଥିବା ଅଳିଆ ଗଦାରୁ ଛିଣ୍ଡା ହାତ ଗୋଡ ପଡିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ପରେ ସ୍ଥାନୀୟ ଲୋକଙ୍କ ଖବର ପାଇ କମିଶନରେଟ ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା । ସେଠାରେ ପଡିଥିବା ହାତ ଓ ଗୋଡକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସୂଚନା ମିଳିଛି । କିଏ ପକାଇଛି ଏହା ସ୍ପଷ୍ଟ ହୋଇନଥିବା ବେଳେ ପାଖରେ ମେଡିକାଲ ଥିବାରୁ ସେମାନେ ପକାଇପାରନ୍ତି ବୋଲି ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼