Masthead

ଆଇପିଏଲ ଟ୍ରଫି ସହ ଓଡିଆ ପୁଅ ଶୁଭ୍ରାଂଶୁ ସେନାପତି

ଅହମ୍ମଦାବାଦ(ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୩ ଟାଇଟଲ ଟ୍ରଫି ଚେନ୍ନାଇ ସୁପର କିଙ୍ଗସ ହାତେଇଛି । ଚେନ୍ନାଇର ଐତିହାସିକ ବିଜୟ ପରେ ସାରାଦେଶରେ ଚେନ୍ନାଇ ପ୍ରଶଂସକଙ୍କ ଖୁସି କହିଲେ ନସରେ । ଚେନ୍ନାଇର ପ୍ରତ୍ୟକ ଖେଳାଳି ଟ୍ରଫି କୁ ଆଲିଙ୍ଗନ କରୁଥିବା ଫୋଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହାରି ମଧ୍ୟରେ ଆଇପିଏଲ ଟ୍ରଫି ସହ ଚେନ୍ନାଇ ଟିମର ସଦସ୍ୟ ଓଡିଆ ପୁଅ ଶୁଭ୍ରାଂଶୁ ସେନାପତି ନଜର ଆସିଛନ୍ତି । ସେ ଚେନ୍ନାଇ ସୁପରକିଙ୍ଗସର ର୍ଜସି ପିନ୍ଧଛନ୍ତି ଓ ହାତରେ ୨୦୨୩ ଆଇପିଏଲ ଟାଇଟଲ ଟ୍ରଫି ଧରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ