Masthead

କବାଡି ବେପାରୀଙ୍କୁ ଧକ୍କା ଦେଲା କାର

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୋଳ ବ୍ଲକ ଅନ୍ତର୍ଗତ ଛେଳିଆପଡା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଘଟଣା ସ୍ଥଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ଫୁଲପଡା ପଞ୍ଚାୟତ ଅନ୍ତର୍ଗତ ଖଳିନାଳ ସାହିର ଅକ୍ଷୟ ନାଏକ (୪୫) ନିଜ କବାଡି ବେପାର ସାରି ଘରକୁ ଫେରୁଥିବା ସମୟରେ ଦ୍ରୁତଗତିରେ ଆସୁଥିବା ଏକ କାର୍ ତାଙ୍କୁ ଧକ୍କା ଦେଇଥିଲା।

ଫଳରେ ଘଟଣା ସ୍ଥଳରେ ହିଁ ଅକ୍ଷୟଙ୍କ ପ୍ରାଣବାୟୁ ଚାଲି ଯାଇଥିଲା। ଦୁର୍ଘଟଣା ଘଟାଇଥିବା କାର୍ ଟି ଘଟଣା ସ୍ଥଳରେ ରହିଥିବା ବେଳେ ବସିଥିବା ଯାତ୍ରୀ ଓ କାର୍ ଚାଳକ ଫେରାର ହୋଇଯାଇଛନ୍ତି। ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗିରହିଛି। ମୃତ ଦେହ ରାସ୍ତା ଉପରେ ରଖି ପରିବାରବର୍ଗ ଓ ଗ୍ରାମବାସୀ ଆନ୍ଦୋଳନ କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି