ଟ୍ରକକୁ ଧକ୍କା ଦେଲା କାର

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥ ଦଧିମାଛଗାଡ଼ିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକକୁ ଧକ୍କା ଦେଲା କାର । ସ୍ଥାନୀୟ ଲୋକେ କାର ଡ୍ରାଇଭରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ । ଅଧା ବାଟରେ ସମ୍ପୃକ୍ତ ଯୁବକଙ୍କ ମୃତୁ୍ୟ ହୋଇଥିଲା । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ହେଲେ ଖୋର୍ଦ୍ଧା ଅଞ୍ଚଳର ଜଣେ ଜଣାଶୁଣା ବ୍ୟବସାୟୀ ମଦନରାମ ଅଗ୍ରୱାଲଙ୍କ ପୁଅ ଲୋକେଶ ଅଗ୍ରୱାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!