Masthead

ଟ୍ରକ ତଳେ ପଶିଗଲା କାର, ୫ ଗୁରୁତର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଟ୍ରକ ତଳେ ପଶିଗଲା କାର । ୫ ଗୁରୁତର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ୧୬ ନମ୍ୱର ଜାତୀୟ ରାଜପଥ ତ୍ରିଶଳପୁର ଛକ ନିକଟରେ । ରାତିରେ ଗାଡି ଚଲାଇ ଆସୁଥିବାବେଳେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସମସ୍ତ ଗୁରୁତରଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର