Masthead

ସେପ୍ଟେମ୍ବର ୧୦ ପରେ ବନ୍ଦ ହେବ BSKY କାର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା । କହିଛନ୍ତି ସେପ୍ଟେମ୍ବର ୧୦ ତାରିଖ ପରେ ଲାଗୁହେଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । କିନ୍ତୁ ସେ ପର୍ଯ୍ୟନ୍ତ ଜାରି ରହିବ ବିଏସକେୱାଇ । ବଜେଟ ଆପ୍ରୋପ୍ରିଏସନ ବିଲ ପାସ୍ ହେଲା ପରେ ନୂଆ କାର୍ଡର ପ୍ରକ୍ରିୟା ଆରମ୍ଭ ହେବ। ଏହାସହ ବଦଳିଯିବ ବିଏସକେୱାଇ କାର୍ଡର ରୂପରେଖ ।

ସମସ୍ତଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ମିଳିବ । ସେପ୍ଟେମ୍ବର ୧୦ତାରିଖରେ ଆପ୍ରୋପିଏସନ୍ ବିଲ୍ ପାସ୍ ହେବ, ତା ପରେ ପର୍ଯ୍ୟାୟ କ୍ରମେ ଗୋପବନ୍ଧୁ ଆରୋଗ୍ୟ ଯୋଜନା ଲାଗୁହେବ । ପରବର୍ତ୍ତୀ ସମୟରେ ଯୋଜନା ଆଣିଲେ ତାହା ଲାଗୁହେବ । ଏବେ ବିଏସକେୱାଇ ଯେମିତି ଚାଲିବା କଥା ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା