Masthead

ସେପ୍ଟେମ୍ବର ୧୦ ପରେ ବନ୍ଦ ହେବ BSKY କାର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା । କହିଛନ୍ତି ସେପ୍ଟେମ୍ବର ୧୦ ତାରିଖ ପରେ ଲାଗୁହେଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । କିନ୍ତୁ ସେ ପର୍ଯ୍ୟନ୍ତ ଜାରି ରହିବ ବିଏସକେୱାଇ । ବଜେଟ ଆପ୍ରୋପ୍ରିଏସନ ବିଲ ପାସ୍ ହେଲା ପରେ ନୂଆ କାର୍ଡର ପ୍ରକ୍ରିୟା ଆରମ୍ଭ ହେବ। ଏହାସହ ବଦଳିଯିବ ବିଏସକେୱାଇ କାର୍ଡର ରୂପରେଖ ।

ସମସ୍ତଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ମିଳିବ । ସେପ୍ଟେମ୍ବର ୧୦ତାରିଖରେ ଆପ୍ରୋପିଏସନ୍ ବିଲ୍ ପାସ୍ ହେବ, ତା ପରେ ପର୍ଯ୍ୟାୟ କ୍ରମେ ଗୋପବନ୍ଧୁ ଆରୋଗ୍ୟ ଯୋଜନା ଲାଗୁହେବ । ପରବର୍ତ୍ତୀ ସମୟରେ ଯୋଜନା ଆଣିଲେ ତାହା ଲାଗୁହେବ । ଏବେ ବିଏସକେୱାଇ ଯେମିତି ଚାଲିବା କଥା ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ