Masthead

ଥାନାର ଦ୍ୱାରସ୍ଥ ହେଲେ ଦଳିତ ଆଦିବାସୀ ମହାସଂଘ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କ୍ୟାପିଟାଲ ଥାନାର ଦ୍ୱାରସ୍ଥ ହେଲେ ଦଳିତ ଆଦିବାସୀ ମହାସଂଘ । ଦୁଇ ଦିନ ତଳେ ମୁକ୍ତିଲାଭ କରିଥିବା ଓଡ଼ିଆ ଚଳଚ୍ଚିତ୍ର ‘ପ୍ରିୟେ ତୁ ମୋ ସିଏ’ ରେ ଅନୁସୂଚିତଜାତିଙ୍କୁ ବାରମ୍ବାର ଅପମାନିତ ସହିତ ନୀଚ ଭାବେ ଦେଖାଯାଇଛି ।

ଅସମ୍ବିଧାନ ଶବ୍ଦ ହରିଜନ ବାରମ୍ବାର ବ୍ୟବହାର କରାଯାଇଛି କହିବା ସହ ଅଭିଯୋଗ ଆଣି ଆଇନ ଗତ ନ୍ୟାୟ ସହିତ ଅଭିଯୁକ୍ତ ଫିଲ୍ମ ନିଦେ୍ର୍ଦଶକ ସୁଧାଂଶୁମୋହନ ସାହୁ, ପ୍ରଯୋଜକ ତଥା ଅଭିନେତ୍ରୀ ଝିଲିକ ଭଟ୍ଟାଚାର୍ଯ୍ୟ ଅଭିନେତ୍ରୀ ଏଲିନା ସାମନ୍ତରାୟଙ୍କ ବିରୋଧରେ ଅନୁସୂଚିତଜାତି ଅତ୍ୟାଚାର ମାମଲା ରୁଜୁ କରିବା ପାଇଁ ଏତଲା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି