Masthead

ପୋଲିସ ଗାଡ଼ିରେ ଚୋରା କାଠ

ଗଜପତି (ବଡ଼ ଖବର ବ୍ୟୁରୋ): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଫରେଷ୍ଟ ଗେଟ୍ ଛକ ନିକଟରୁ ଏକ ପୋଲିସ ଗାଡ଼ି ରୁ ବିପୁଳ ପରିମାଣ ର କାଠ ଗଣ୍ଡି ଜବତ । ଗାଡ଼ିଟି ପୋଲିସ ବିଭାଗର ତୃତୀୟ ବାଟାଲିୟନ ଓ ଏସଏପି ଏବଂ ଗାଡ଼ିରେ ଯାଉଥିବା ୪ଜଣ ମଧ୍ୟ ପୋଲିସ କର୍ମଚାରୀଙ୍କୁ ଅଟକ ରଖାଯାଇଛି ।  ଗଜପତି ଜିଲ୍ଲା ଜଙ୍ଗଲ ବିଭାଗ ଖବରପାଇ ଗାଡ଼ିକୁ ଅଟକାଇ ଏହି ସବୁ କାଠ ଜବତ କରିଛି ।

ଗାଡ଼ିଟି ଭୁବନେଶ୍ୱର ଅଭିମୁଖେ ଯାଉଥିବା ଅଟକ ଥିବା ପୋଲିସ କର୍ମଚାରୀମାନେ କହିଛନ୍ତି । ତେବେ ପୋଲିସ ବିଭାଗର ଗାଡ଼ିରେ ଏତେ ପରିମାଣ କାଠ ଚାଲାଣ ନିଶ୍ଚିତ ଭାବେ ଏହା ପଛରେ ପୋଲିସ ବିଭାଗର ବଡ ଅଧିକାରୀଙ୍କ ହାତ ଥିବା ସନ୍ଦେହ ସୃଷ୍ଟି କରୁଛି। ବନ ବିଭାଗ ତଦନ୍ତ ଆରମ୍ଭ କରିଥିବା ବେଳେ ଏହା ପରେ ସବୁ କିଛି ସ୍ପଷ୍ଟ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ