Masthead

ଛୁରା ମାଡର କାରଣ ଅସ୍ପଷ୍ଟ ରହିଛି

ବାରିପଦା(ବଡ଼ ଖବର ବ୍ୟୁରୋ): ୧୦ମ ଶ୍ରେଣୀ ଛାତ୍ରଙ୍କ ଛୁରାମାଡରେ ନବମ ଶ୍ରେଣୀ ଛାତ୍ର ଗୁରୁତର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରିପଦା ସହରଏକ କୋଚିଂ ସେଣ୍ଟର ହଷ୍ଟେଲ ଭିତରେ । ଛୁରା ମାଡ଼ରେ ଛାତ୍ର ଗୁରୁତର। ନବମ ଓ ଦଶମ ଶ୍ରେଣୀ ଛାତ୍ରଙ୍କ ମଧ୍ୟରେ ହୋଇଥିଲା ଗଣ୍ଡଗୋଳ । ଗୁରୁତର ଛାତ୍ର ଙ୍କୁ ବାରିପଦା ପିଆରେମ ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଛୁରା ମାଡ଼ର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡିନଥିବା ବେଳେ ରାତିରେ କୌଣସି କାରଣ କୁ ନେଇ ଉଭୟ ଛାତ୍ର ଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହି ଗଣ୍ଡଗୋଳ ଏତେ ଉଗ୍ର ରୁପ ନେଇଥିଲା ଯେ ଏଥିରେ ୧୦ମ ଶ୍ରେଣୀ ଛାତ୍ର ଜଣକ ପ୍ରତିଶୋଧ ପରାୟଣ ହୋଇ ଏକ ଧାରୁଆ ଛୁରୀ ରେ ନବମ ଶ୍ରେଣୀ ଛାତ୍ର ଙ୍କ ପେଟ , ହାତ ଓ କାନମୁଳ ରେ ଶକ୍ତ ଆଘାତ କରି ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ । ବାରିପଦା ମେଡିକାଲ ରେ ଭଞ୍ଜପୁର ଥାନା ପୋଲିସ ପହଞ୍ଚି ଘଟଣା ବିଷୟରେ ପଚରାଉଚରା ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା