Masthead

ପ୍ରକାଶ ପାଇବ ସିବିଏସଇ ଦଶମ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବାହାରିବ ସିବିଏସଇ ଦଶମ ରେଜଲ୍ଟ । ଦଶମ ରେଜଲ୍ଟ ବାହାରିବା ନେଇ ସିବିଏସଇ ପକ୍ଷରୁ ସୂଚନା । ଦିନ ୧୨ଟାରେ ଘୋଷଣା ହେବ ସିବିଏସଇ ଦଶମ ରେଜଲ୍ଟ । cbseresults.nic.in ଓ୍ୱେବସାଇଟରେ ଉପଲବ୍ଧ ହେବ ରୋଜଲ୍ଟ ।

ପ୍ରାର୍ଥୀମାନେ ମଧ୍ୟ CBSE Digilocker ୱେବସାଇଟ୍, digilocker.gov.in କୁ ଲଗ୍ ଇନ୍ କରି ସେମାନଙ୍କର ରେଜଲ୍ଟ ଜାଣିପାରିବେ। ଏହାସହ ମାର୍କ ସିଟ୍ ଏବଂ ସାର୍ଟିଫିକେଟ୍ ମଧ୍ୟ ପାଇପାରିବେ । ତେବେ ଯେଉଁମାନେ ମୂଲ୍ୟାଙ୍କନ ପଦ୍ଧତିରେ ଖୁସି ନୁହଁନ୍ତି । ସେମାନେ ଅଫଲାଇନ ଜରିଆରେ ଶାରୀରିକ ପରୀକ୍ଷା ଦେଇପାରିବେ । କରୋନା ସ୍ଥିତି ସୁଧାରିବା ପରେ ଏନେଇ ନିଷ୍ପତ୍ତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି